Isaiah 48:9 — Compare Translations

5 translations compared side by side

Odia - 1840
"ମାତ୍ର ଆମ୍ଭେ ନିଜର ପ୍ରଶଂସା ପାଇଁ କୋର୍ଧ ସମ୍ବରଣ କରିବା। ଏଥିପାଇଁ ତୁମ୍ଭକୁ ଉଚ୍ଛନ୍ନ କରିବା ନାହିଁ। ତୁମ୍ଭେ ଆମ୍ଭର କ୍ଷାନ୍ତ ଯୋଗୁଁ ପ୍ରଶଂସା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ଵରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷା; ହେବା ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ଆମ୍ଭେ ନିଜର ପ୍ରଶଂସା ପାଇଁ କ୍ରୋଧ ସମ୍ବରଣ କରିବା। ଏଥିପାଇଁ ତୁମ୍ଭକୁ ଉଚ୍ଛିନ୍ନ କରିବା ନାହିଁ। ତୁମ୍ଭେ ଆମ୍ଭର କ୍ଷାନ୍ତ ଯୋଗୁଁ ପ୍ରଶଂସା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ବରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷାନ୍ତ ହେବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ବରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷାନ୍ତ ହେବା।