Isaiah 49:1 — Compare Translations

5 translations compared side by side

Odia - 1840
"ହେ ଦ୍ବୀପ ସମୂହର ଲୋକମାନେ ମାେ କଥା ଶୁଣ। ହେ ଦୂରସ୍ଥ ଗୋଷ୍ଠୀ ସମୂହର ଲୋକମାନେ, ମାେ କଥାକୁ ଅବଧାନ କର। ମୁଁ ମାତୃ ଗର୍ଭରୁ ଭୂମିଷ୍ଠ ହବୋ ପୂର୍ବରୁ ସଦାପ୍ରଭୁ ତାଙ୍କର ସବୋ ପାଇଁ ମାେତେ ଆହ୍ବାନ କରିଛନ୍ତି। ମୁଁ ମାତୃଗର୍ଭ ରେ ଥିବା କାଳରୁ ସେ ମାରେ ନାମ ଉଲ୍ଲେଖ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଦ୍ଵୀପସମୂହ, ମୋʼ କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ଵାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତିନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କର ପ୍ରିୟ ଦାସଙ୍କୁ ଆହ୍ୱାନ କରନ୍ତି ହେ ଦ୍ୱୀପ ସମୂହର ଲୋକମାନେ, ମୋ’ କଥା ଶୁଣ। ହେ ଦୂରସ୍ଥ ଗୋଷ୍ଠୀ ସମୂହର ଲୋକମାନେ, ମୋ’ କଥାକୁ ଅବଧାନ କର। ମୁଁ ମାତୃ ଗର୍ଭରୁ ଭୂମିଷ୍ଠ ହେବା ପୂର୍ବରୁ ସଦାପ୍ରଭୁ ତାଙ୍କର ସେବା ପାଇଁ ମୋତେ ଆହ୍ୱାନ କରିଛନ୍ତି। ମୁଁ ମାତୃଗର୍ଭରେ ଥିବା କାଳରୁ ସେ ମୋର ନାମ ଉଲ୍ଲେଖ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଦ୍ୱୀପସମୂହ, ମୋʼ କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ହେ ଦ୍ୱୀପସମୂହ, ମୋ’ କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି;