Isaiah 49:10 — Compare Translations

5 translations compared side by side

Odia - 1840
"ସମାନେେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହବେେ ନାହିଁ। ଗ୍ରୀଷ୍ମ କିମ୍ବା ସୂର୍ୟ୍ଯତାପ ସମାନଙ୍କେୁ କାଟିବ ନାହିଁ। କାରଣ ଯେଉଁ ପରମେଶ୍ବର ସମାନଙ୍କେୁ ଦୟା କରନ୍ତି, ସେ ସମାନଙ୍କେୁ ଚଳାଇବେ; ଜଳ-ନିର୍ଝର ଦଇେ ସେ ସମାନଙ୍କେୁ କଢ଼ାଇ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ନୋହିବେ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ-ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ ⇧।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ। ଗ୍ରୀଷ୍ମ କିମ୍ବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ। କାରଣ ଯେଉଁ ପରମେଶ୍ୱର ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ; ଜଳ ନିର୍ଝର ଦେଇ ସେ ସେମାନଙ୍କୁ କଢ଼ାଇ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।