Isaiah 49:11 — Compare Translations

5 translations compared side by side

Odia - 1840
"ପୁଣି ଆମ୍ଭେ ଆମ୍ଭର ପର୍ବତଗୁଡ଼ିକୁ ଏକ ପଥ କରିବା ଓ ଆମ୍ଭର ରାଜପଥଗୁଡ଼ିକ ଉଚ୍ଚ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଆପଣାର ପର୍ବତସବୁକୁ ଏକ ପଥ କରିବା ଓ ଆମ୍ଭର ରାଜପଥ ସକଳ ଉଚ୍ଚ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଆମ୍ଭେ ଆମ୍ଭର ପର୍ବତଗୁଡ଼ିକୁ ଏକ ପଥ କରିବା ଓ ଆମ୍ଭର ରାଜପଥଗୁଡ଼ିକ ଉଚ୍ଚ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଆପଣାର ପର୍ବତସବୁକୁ ଏକ ପଥ କରିବା ଓ ଆମ୍ଭର ରାଜପଥସକଳ ଉଚ୍ଚ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଆପଣାର ପର୍ବତସବୁକୁ ଏକ ପଥ କରିବା ଓ ଆମ୍ଭର ରାଜପଥ ସକଳ ଉଚ୍ଚ କରାଯିବ।