Isaiah 49:12 — Compare Translations

5 translations compared side by side

Odia - 1840
" ଦେଖ, କେତକେ ଲୋକ ଦୂର ଦେଶରୁ ଆସିବେ, କେତକେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ ଓ ଆଉ କେତକେ ସୀନୀମ ଦେଶରୁ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଏମାନେ ଦୂରରୁ ଆସିବେ; ଆଉ ଦେଖ, ଏମାନେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ; ପୁଣି, ଏମାନେ ସୀନୀମ୍ ଦେଶରୁ ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଦେଖ, କେତେକ ଲୋକ ଦୂର ଦେଶରୁ ଆସିବେ, କେତେକ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ ଓ ଆଉ କେତେକ ସୀନୀମ ଦେଶରୁ ଆସିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଏମାନେ ଦୂରରୁ ଆସିବେ; ଆଉ ଦେଖ, ଏମାନେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ; ପୁଣି, ଏମାନେ ସୀନୀମ୍‍ ଦେଶରୁ ଆସିବେ।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ଏମାନେ ଦୂରରୁ ଆସିବେ; ଆଉ ଦେଖ, ଏମାନେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ; ପୁଣି, ଏମାନେ ସୀନୀମ୍‍ ଦେଶରୁ ଆସିବେ।