Isaiah 49:13 — Compare Translations

5 translations compared side by side

Odia - 1840
"ହେ ସ୍ବର୍ଗମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତଗଣ, ଉଚ୍ଚ ସ୍ବର ରେ ଆନନ୍ଦ ଧ୍ବନି କର; କାରଣ ସଦାପ୍ରଭୁ ନିଜ ଲୋକମାନଙ୍କୁ ସାନ୍ତ୍ବନା କରିଛନ୍ତି ଓ ନିଜର ପୀଡ଼ିତ ଲୋକମାନଙ୍କୁ କରୁଣା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆକାଶମଣ୍ତଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ଵରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ଵନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସ୍ୱର୍ଗମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତଗଣ, ଉଚ୍ଚ ସ୍ୱରରେ ଆନନ୍ଦ ଧ୍ୱନି କର; କାରଣ ସଦାପ୍ରଭୁ ନିଜ ଲୋକମାନଙ୍କୁ ସାନ୍ତ୍ୱନା କରିଛନ୍ତି ଓ ନିଜର ପୀଡ଼ିତ ଲୋକମାନଙ୍କୁ କରୁଣା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆକାଶମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ୱରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ।
Odia IRV 2017 (ଓଡିଆ ବାଇବେଲ)
ହେ ଆକାଶମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ୱରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ।