Isaiah 49:14 — Compare Translations
5 translations compared side by side
Odia - 1840
"ମାତ୍ର ସିୟୋନ କ ହେ, ସଦାପ୍ରଭୁ ମାେତେ ପରିତ୍ଯାଗ କରିଛନ୍ତି। ମାରେପ୍ରଭୁ ମାେତେ ଭୁଲି ୟାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସିୟୋନ କହିଲା, ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସିୟୋନ କହେ, “ସଦାପ୍ରଭୁ ମୋତେ ପରିତ୍ୟାଗ କରିଛନ୍ତି। ମୋର ପ୍ରଭୁ ମୋତେ ଭୁଲି ଯାଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସିୟୋନ କହିଲା, “ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସିୟୋନ କହିଲା, ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରି ଅଛନ୍ତି।”