Isaiah 49:15 — Compare Translations

5 translations compared side by side

Odia - 1840
"ଜଣେ ସ୍ତ୍ରୀ ଲୋକ ତା'ର ଗର୍ଭଜାତ ସନ୍ତାନକୁ ସ୍ନହେ ନ କରି କ'ଣ ଭୁଲି ପାରିବ? ସେ କ'ଣ ତାର ସ୍ତନ୍ଯପାଯୀ ସନ୍ତାନକୁ ଦୟା ନ ଦଖାଇେ ପାସୋରି ପାରିବ? ଏମାନେ ତାହା କରିପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଜଣେ ସ୍ତ୍ରୀଲୋକ ତା’ର ଗର୍ଭଜାତ ସନ୍ତାନକୁ ସ୍ନେହ ନ କରି କ’ଣ ଭୁଲି ପାରିବ? ସେ କ’ଣ ତାର ସ୍ତନ୍ୟପାୟୀ ସନ୍ତାନକୁ ଦୟା ନ ଦେଖାଇ ପାସୋରି ପାରିବ? ଏମାନେ ତାହା କରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।