Isaiah 49:16 — Compare Translations

5 translations compared side by side

Odia - 1840
"ଦେଖ, ଆମ୍ଭେ ତୁମ୍ଭର ନାମକୁ ଆମ୍ଭର ହସ୍ତ ଦ୍ବଯର ପାପୁଲି ରେ ଲେଖି ଅଛୁ। ତୁମ୍ଭର ଆକୃତି ସର୍ବଦା ଆମ୍ଭ ସମ୍ମୁଖ ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ଆପଣା ହସ୍ତଦ୍ଵୟର ପାପୁଲିରେ ତୁମ୍ଭର ଆକୃତି ଲେଖିଅଛୁ; ତୁମ୍ଭର ପ୍ରାଚୀର ସର୍ବଦା ଆମ୍ଭ ସମ୍ମୁଖରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ଆମ୍ଭେ ତୁମ୍ଭର ନାମକୁ ଆମ୍ଭର ହସ୍ତ ଦ୍ୱୟର ପାପୁଲିରେ ଲେଖି ଅଛୁ। ତୁମ୍ଭର ଆକୃତି ସର୍ବଦା ଆମ୍ଭ ସମ୍ମୁଖରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ଆପଣା ହସ୍ତଦ୍ୱୟର ପାପୁଲିରେ ତୁମ୍ଭର ଆକୃତି ଲେଖିଅଛୁ; ତୁମ୍ଭର ପ୍ରାଚୀର ସର୍ବଦା ଆମ୍ଭ ସମ୍ମୁଖରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ଆପଣା ହସ୍ତଦ୍ୱୟର ପାପୁଲିରେ ତୁମ୍ଭର ଆକୃତି ଲେଖିଅଛୁ; ତୁମ୍ଭର ପ୍ରାଚୀର ସର୍ବଦା ଆମ୍ଭ ସମ୍ମୁଖରେ ଅଛି।