Isaiah 49:17 — Compare Translations
5 translations compared side by side
Odia - 1840
"ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁ ଅଛନ୍ତି। ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉଚ୍ଛନ୍ନ କରିଛନ୍ତି ସମାନେେ ତୁମ୍ଭ ମଧ୍ଯରୁ ବାହାରି ଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁଅଛନ୍ତି, ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉତ୍ସନ୍ନ କଲେ, ସେମାନେ ତୁମ୍ଭ ମଧ୍ୟରୁ ବାହାରି ଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁ ଅଛନ୍ତି। ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉଚ୍ଛିନ୍ନ କରିଛନ୍ତି ସେମାନେ ତୁମ୍ଭ ମଧ୍ୟରୁ ବାହାରି ଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁଅଛନ୍ତି, ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉତ୍ସନ୍ନ କଲେ, ସେମାନେ ତୁମ୍ଭ ମଧ୍ୟରୁ ବାହାରି ଯିବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁଅଛନ୍ତି, ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉତ୍ସନ୍ନ କଲେ, ସେମାନେ ତୁମ୍ଭ ମଧ୍ୟରୁ ବାହାରି ଯିବେ।