Isaiah 49:18 — Compare Translations
5 translations compared side by side
Odia - 1840
"ତୁମ୍ଭର ଚକ୍ଷୁ ମଲୋଇ ଚତୁର୍ଦ୍ଦିଗକୁ ଦେଖ। ସମାନେେ ସମସ୍ତେ ଏକତ୍ରୀତ ହାଇେ ତୁମ୍ଭ ଆଡ଼କୁ ଆସୁଛନ୍ତି। ସଦାପ୍ରଭୁ କୁହନ୍ତି, ମାରେ ଜୀବନ ରେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରୁଛି, ତୁମ୍ଭେ ସମସ୍ତ ପରିଧାନ ଭୂଷଣ କରିବ। ପୁଣି ସମସ୍ତେ ଗୋଟିଏ କନ୍ଯା ପରି ପରିଧାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଚକ୍ଷୁ ମେଲାଇ ଚତୁର୍ଦ୍ଦିଗ ଦେଖ; ଏସମସ୍ତେ ଏକତ୍ରିତ ହୋଇ ତୁମ୍ଭ ନିକଟକୁ ଆସୁଅଛନ୍ତି । ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଭୂଷଣ ତୁଲ୍ୟ ଏହି ସମସ୍ତଙ୍କୁ ପରିଧାନ କରିବ, ପୁଣି କନ୍ୟାର କଟିଭୂଷଣ ତୁଲ୍ୟ ସେମାନଙ୍କୁ ଧାରଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଚକ୍ଷୁ ମେଲାଇ ଚତୁର୍ଦ୍ଦିଗକୁ ଦେଖ। ସେମାନେ ସମସ୍ତେ ଏକତ୍ରିତ ହୋଇ ତୁମ୍ଭ ଆଡ଼କୁ ଆସୁଛନ୍ତି।” ସଦାପ୍ରଭୁ କୁହନ୍ତି, “ମୋର ଜୀବନରେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରୁଛି, ତୁମ୍ଭେ ସମସ୍ତ ପରିଧାନ ଭୂଷଣ କରିବ। ପୁଣି ସମସ୍ତେ ଗୋଟିଏ କନ୍ୟା ପରି ପରିଧାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଚକ୍ଷୁ ମେଲାଇ ଚତୁର୍ଦ୍ଦିଗ ଦେଖ; ଏସମସ୍ତେ ଏକତ୍ରିତ ହୋଇ ତୁମ୍ଭ ନିକଟକୁ ଆସୁଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଭୂଷଣ ତୁଲ୍ୟ ଏହି ସମସ୍ତଙ୍କୁ ପରିଧାନ କରିବ, ପୁଣି କନ୍ୟାର କଟିଭୂଷଣ ତୁଲ୍ୟ ସେମାନଙ୍କୁ ଧାରଣ କରିବ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଚକ୍ଷୁ ମେଲାଇ ଚତୁର୍ଦ୍ଦିଗ ଦେଖ; ଏସମସ୍ତେ ଏକତ୍ରିତ ହୋଇ ତୁମ୍ଭ ନିକଟକୁ ଆସୁଅଛନ୍ତି। ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଭୂଷଣ ତୁଲ୍ୟ ଏହି ସମସ୍ତଙ୍କୁ ପରିଧାନ କରିବ, ପୁଣି କନ୍ୟାର କଟିଭୂଷଣ ତୁଲ୍ୟ ସେମାନଙ୍କୁ ଧାରଣ କରିବ।