Isaiah 49:19 — Compare Translations
5 translations compared side by side
Odia - 1840
"ତୁମ୍ଭେ ନଷ୍ଟ ଓ ଶୂନ୍ଯ ଅଟ। ସହେିମାନଙ୍କ ପାଇଁ, ସହେି ଭୂମି ଲୋକରଣ୍ଯ, ଯେଉଁମାନେ ସଠାେ ରେ ବାସ କରିବେ। ସହେିମାନେ ଯେଉଁମାନେ ତୁମ୍ଭମାନଙ୍କୁ ଖାଇବ ଦୂ ରଇେ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ନିଶ୍ଚୟ ଏବେ ତୁମ୍ଭେ, ତୁମ୍ଭ ଉତ୍ସନ୍ନ ଓ ଶୂନ୍ୟ ସ୍ଥାନସକଳ ଓ ତୁମ୍ଭର ନଷ୍ଟ ଦେଶ, ନିବାସୀଗଣ ନିମନ୍ତେ ସଂକୀର୍ଣ୍ଣ ହେବ ଓ ତୁମ୍ଭର ଗ୍ରାସକାରୀମାନେ ଦୂରରେ ରହିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ନଷ୍ଟ ଓ ଶୂନ୍ୟ ଅଟ। ସେହିମାନଙ୍କ ପାଇଁ, ସେହି ଭୂମି ଲୋକାରଣ୍ୟ, ଯେଉଁମାନେ ସେଠାରେ ବାସ କରିବେ। ସେହିମାନେ ଯେଉଁମାନେ ତୁମ୍ଭମାନଙ୍କୁ ଖାଇବ ଦୂରେଇ ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ନିଶ୍ଚୟ ଏବେ ତୁମ୍ଭେ, “ତୁମ୍ଭ ଉତ୍ସନ୍ନ ଓ ଶୂନ୍ୟସ୍ଥାନସକଳ ଓ ତୁମ୍ଭର ନଷ୍ଟ ଦେଶ, ନିବାସୀଗଣ ନିମନ୍ତେ ସଂକୀର୍ଣ୍ଣ ହେବ ଓ ତୁମ୍ଭର ଗ୍ରାସକାରୀମାନେ ଦୂରରେ ରହିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ନିଶ୍ଚୟ ଏବେ ତୁମ୍ଭେ, ତୁମ୍ଭ ଉତ୍ସନ୍ନ ଓ ଶୂନ୍ୟ ସ୍ଥାନସକଳ ଓ ତୁମ୍ଭର ନଷ୍ଟ ଦେଶ, ନିବାସୀଗଣ ନିମନ୍ତେ ସଂକୀର୍ଣ୍ଣ ହେବ ଓ ତୁମ୍ଭର ଗ୍ରାସକାରୀମାନେ ଦୂରରେ ରହିବେ।