Isaiah 49:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାଙ୍କର ବାକ୍ଯ ପ୍ରଚାର ପାଇଁ ମାେତେ ପଠାଇଛନ୍ତି। ତେଣୁ ସେ ମାରେ ମୁଖକୁ ତୀକ୍ଷ୍ଣ ଖଡ୍ଗ ସ୍ବରୂପ କରିଛନ୍ତି। ନିଜର ହସ୍ତ ଛାଯା ରେ ସେ ମାେତେ ଲୁଚାଇ ରଖିଛନ୍ତି ଓ ସେ ମାେତେ ଶାଣିତ ବାଣସ୍ବରୂପ କରି ନିଜର ତୁଣୀର ରେ ଲୁଚାଇ ରଖିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ଼୍‍ଗ ସ୍ଵରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର⇧ ସ୍ଵରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର ବାକ୍ୟ ପ୍ରଗ୍ଭର ପାଇଁ ମୋତେ ପଠାଇଛନ୍ତି। ତେଣୁ ସେ ମୋର ମୁଖକୁ ତୀ‌‌‌କ୍ଷ୍‌‌‌ଣ ‌‌ଖ‌ଡ଼୍‌ଗ ସ୍ୱରୂପ କରିଛନ୍ତି। ନିଜର ହସ୍ତ ଛାୟାରେ ସେ ମୋତେ ଲୁଗ୍ଭଇ ରଖିଛନ୍ତି ଓ ସେ ମୋତେ ଶାଣିତ ବାଣସ୍ୱରୂପ କରି ନିଜର ତୁଣୀରରେ ଲୁଗ୍ଭଇ ରଖିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ୍ଗ ସ୍ୱରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର ସ୍ୱରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ୍ଗ ସ୍ୱରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର ସ୍ୱରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି;