Isaiah 49:20 — Compare Translations
5 translations compared side by side
Odia - 1840
"କିଛିଦିନ ପିଲାମାନେ ତୁମ୍ଭ ଚିନ୍ତା କଲେ, ତୁମ୍ଭେ ହରାଇଥିଲ ବୋଲି କହିବେ, ମାେ ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ। ମାେତେ ସ୍ଥାନ ଦିଅ, ମୁଁ ବାସ କରିବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଅପହୃତ ସନ୍ତାନଗଣ ପୁନର୍ବାର ତୁମ୍ଭ କର୍ଣ୍ଣଗୋଚରରେ କହିବେ, ମୋʼ ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ; ମୋତେ ସ୍ଥାନ ଦିଅ, ମୁଁ ବାସ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
କିଛିଦିନ ପିଲାମାନେ ତୁମ୍ଭ ଚିନ୍ତା କଲେ, ତୁମ୍ଭେ ହରାଇଥିଲ ବୋଲି କହିବେ, ‘ମୋ’ ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ। ମୋତେ ସ୍ଥାନ ଦିଅ, ମୁଁ ବାସ କରିବି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଅପହୃତ ସନ୍ତାନଗଣ ପୁନର୍ବାର ତୁମ୍ଭ କର୍ଣ୍ଣଗୋଚରରେ କହିବେ, ‘ମୋʼ ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ; ମୋତେ ସ୍ଥାନ ଦିଅ, ମୁଁ ବାସ କରିବି।’
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଅପହୃତ ସନ୍ତାନଗଣ ପୁନର୍ବାର ତୁମ୍ଭ କର୍ଣ୍ଣଗୋଚରରେ କହିବେ, ମୋ’ ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ; ମୋତେ ସ୍ଥାନ ଦିଅ, ମୁଁ ବାସ କରିବି।