Isaiah 49:21 — Compare Translations

5 translations compared side by side

Odia - 1840
"ସେତବେେଳେ ତୁମ୍ଭେ ମନେ ମନେ କହିବ, ମାରେ ସନ୍ତାନଗଣ ଅପହୃତ ହାଇେଅଛନ୍ତି, ମୁଁ ଏକାକିନୀ ନିର୍ବାସିତା ହାଇେ ଏଣେ ତଣେେ ଭ୍ରମଣ କରୁଅଛି। ମାରେ ଏ ସମସ୍ତଙ୍କୁ କିଏ ଜନ୍ମ ଦଇେଛନ୍ତି? କିଏ ଏମାନଙ୍କୁ ପ୍ରତିପାଳନ କରିଅଛି? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି, ଏମାନେ କେଉଁଠା ରେ ଥିଲେ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ତୁମ୍ଭେ ମନେ ମନେ କହିବ, ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି, ମୁଁ ଏକାକିନୀ, ନିର୍ବାସିତା ହୋଇ ଏଣେତେଣେ ଭ୍ରମଣ କରୁଅଛି, ମୋହର ଏହି ସମସ୍ତଙ୍କୁ କିଏ ଜନ୍ମ ଦେଇଅଛି? ଓ ଏମାନଙ୍କୁ କିଏ ପ୍ରତିପାଳନ କରିଅଛି? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି; ଏମାନେ କେଉଁଠାରେ ଥିଲେ?
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ତୁମ୍ଭେ ମନେ ମନେ କହିବ, ‘ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି, ମୁଁ ଏକାକିନୀ ନିର୍ବାସିତା ହୋଇ ଏଣେ ତେଣେ ଭ୍ରମଣ କରୁଅଛି। ମୋର ଏ ସମସ୍ତଙ୍କୁ କିଏ ଜନ୍ମ ଦେଇଛନ୍ତି? କିଏ ଏମାନଙ୍କୁ ପ୍ରତିପାଳନ କରିଅଛି? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି, ଏମାନେ କେଉଁଠାରେ ଥିଲେ?’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ତୁମ୍ଭେ ମନେ ମନେ କହିବ, ‘ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି, ମୁଁ ଏକାକିନୀ, ନିର୍ବାସିତା ହୋଇ ଏଣେତେଣେ ଭ୍ରମଣ କରୁଅଛି, ମୋହର ଏହି ସମସ୍ତଙ୍କୁ କିଏ ଜନ୍ମ ଦେଇଅଛି? ଓ ଏମାନଙ୍କୁ କିଏ ପ୍ରତିପାଳନ କରିଅଛି? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି; ଏମାନେ କେଉଁଠାରେ ଥିଲେ?’”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ତୁମ୍ଭେ ମନେ ମନେ କହିବ, ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି, ମୁଁ ଏକାକିନୀ, ନିର୍ବାସିତା ହୋଇ ଏଣେତେଣେ ଭ୍ରମଣ କରୁଅଛି, ମୋହର ଏହି ସମସ୍ତଙ୍କୁ କିଏ ଜନ୍ମ ଦେଇଅଛି? ଓ ଏମାନଙ୍କୁ କିଏ ପ୍ରତିପାଳନ କରିଅଛି? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି; ଏମାନେ କେଉଁଠାରେ ଥିଲେ?”