Isaiah 49:22 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ କୁହନ୍ତି, ଦେଖ, ଆମ୍ଭେ ଅନ୍ୟଦେଶୀଯମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆମ୍ଭର ଧ୍ବଜା ଟକେିବା। ତାହା ହେଲେ ସମାନେେ ତୁମ୍ଭର ପୁତ୍ରଗଣଙ୍କୁ କୋଳ ରେ ଆଣିବ ଓ ତୁମ୍ଭର କନ୍ଯାଗଣ ସମାନଙ୍କେ ସ୍କନ୍ଧ ରେ ବୁହାୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଅନ୍ୟ ଦେଶୀୟ ମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆପଣା ଧ୍ଵଜା ଟେକିବା; ତହିଁରେ ସେମାନେ ତୁମ୍ଭ ପୁତ୍ରଗଣକୁ କୋଳରେ ଆଣିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ସ୍କନ୍ଧରେ ବୁହାଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ କୁହନ୍ତି, “ଦେଖ, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆମ୍ଭର ଧ୍ୱଜା ଟେକିବା। ତାହାହେଲେ ସେମାନେ ତୁମ୍ଭର ପୁତ୍ରଗଣଙ୍କୁ କୋଳରେ ଆଣିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ସ୍କନ୍ଧରେ ବୁହାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆପଣା ଧ୍ୱଜା ଟେକିବା; ତହିଁରେ ସେମାନେ ତୁମ୍ଭ ପୁତ୍ରଗଣକୁ କୋଳରେ ଆଣିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ସ୍କନ୍ଧରେ ବୁହାଯିବେ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆପଣା ଧ୍ୱଜା ଟେକିବା; ତହିଁରେ ସେମାନେ ତୁମ୍ଭ ପୁତ୍ରଗଣକୁ କୋଳରେ ଆଣିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ସ୍କନ୍ଧରେ ବୁହାଯିବେ।