Isaiah 49:23 — Compare Translations
5 translations compared side by side
Odia - 1840
"ପୁଣି ରାଜାମାନେ ତୁମ୍ଭର ପାଳିତ ପିତା ହବେେ ଓ ସମାନଙ୍କେର ରାଣୀମାନେ ତୁମ୍ଭର ପାଳିତା ମାତା ହବେେ, ସମାନେେ ନତମୁଖ ହାଇେ ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭର ପାଦର ଧୂଳି ଚାଟିବେ; ତେଣୁ ଆମ୍ଭେ ଯେ ସଦାପ୍ରଭୁ ଓ ଯେ ଆମ୍ଭ ଉପ ରେ ବିଶ୍ବାସ ରଖନ୍ତି, ସେ ଲଜ୍ଜିତ ହବେେ ନାହିଁ, ଏହା ତୁମ୍ଭେ ଜାଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ରାଜଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକି ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ନୋହିବେ ⇧, ଏହା ତୁମ୍ଭେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ରାଜାମାନେ ତୁମ୍ଭର ପାଳିତ ପିତା ହେବେ ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳିତା ମାତା ହେବେ, ସେମାନେ ନତମୁଖ ହୋଇ ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭର ପାଦର ଧୂଳି ଗ୍ଭଟିବେ; ତେଣୁ ଆମ୍ଭେ ଯେ ସଦାପ୍ରଭୁ ଓ ଯେ ଆମ୍ଭ ଉପରେ ବିଶ୍ୱାସ ରଖନ୍ତି, ସେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।