Isaiah 49:24 — Compare Translations
5 translations compared side by side
Odia - 1840
"ଜଣେ ବୀରଠାରୁ ଲୁଣ୍ଠିତ ଦ୍ରବ୍ଯ ହରଣ କରାୟାଇ ପାରିବ କି? କିମ୍ବା ବନ୍ଦୀ ହାଇେଥିବା ଲୋକମାନେ ମୁକ୍ତ ହାଇେ ପାରିବେ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବୀରଠାରୁ କି ଲୁଟିତ ଦ୍ରବ୍ୟ ହରଣ କରାଯିବ, ଅବା ନ୍ୟାୟରେ ବନ୍ଦୀକୃତ ଲୋକମାନେ କି ମୁକ୍ତ କରାଯିବେ?
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ବୀରଠାରୁ ଲୁଣ୍ଠିତ ଦ୍ରବ୍ୟ ହରଣ କରାଯାଇ ପାରିବ କି? କିମ୍ବା ବନ୍ଦୀ ହୋଇଥିବା ଲୋକମାନେ ମୁକ୍ତ ହୋଇ ପାରିବେ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବୀରଠାରୁ କି ଲୁଟିତ ଦ୍ରବ୍ୟ ହରଣ କରାଯିବ, ଅବା ନ୍ୟାୟରେ ବନ୍ଦୀକୃତ ଲୋକମାନେ କି ମୁକ୍ତ କରାଯିବେ?
Odia IRV 2017 (ଓଡିଆ ବାଇବେଲ)
ବୀରଠାରୁ କି ଲୁଟିତ ଦ୍ରବ୍ୟ ହରଣ କରାଯିବ, ଅବା ନ୍ୟାୟରେ ବନ୍ଦୀକୃତ ଲୋକମାନେ କି ମୁକ୍ତ କରାଯିବେ?