Isaiah 49:25 — Compare Translations

5 translations compared side by side

Odia - 1840
"ମାତ୍ର ସଦାପ୍ରଭୁ ଏହିକଥା କୁହନ୍ତି, ବୀରଦ୍ବାରା ବନ୍ଦୀଲୋକ ଅପହୃତ ହବେେ ଓ ଭୟଙ୍କର ଲୋକର ଲୁଣ୍ଠିତ ଦ୍ରବ୍ଯ ମୁକୁଳା ୟିବ; କାରଣ ତୁମ୍ଭର ବିରୋଧୀକାରୀଙ୍କୁ ଆମ୍ଭେ ବିରୋଧ କରିବା ଓ ତୁମ୍ଭର ସନ୍ତାନଗଣଙ୍କୁ ଆମ୍ଭେ ରକ୍ଷା କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ଏହି କଥା କହନ୍ତି, ବୀରର ବନ୍ଦୀକୃତ ଲୋକମାନେ ହିଁ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଟିତ ଦ୍ରବ୍ୟ ମୁକୁଳା ଯିବ; କାରଣ ତୁମ୍ଭ ବିରୋଧକାରୀର ସଙ୍ଗେ ଆମ୍ଭେ ବିରୋଧ କରିବା ଓ ତୁମ୍ଭ ସନ୍ତାନଗଣକୁ ଆମ୍ଭେ ରକ୍ଷା କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁ ଏହିକଥା କୁହନ୍ତି, “ବୀରଦ୍ୱାରା ବନ୍ଦୀଲୋକ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଣ୍ଠିତ ଦ୍ରବ୍ୟ ମୁକୁଳା ଯିବ; କାରଣ ତୁମ୍ଭର ବିରୋଧୀକାରୀଙ୍କୁ ଆମ୍ଭେ ବିରୋଧ କରିବା ଓ ତୁମ୍ଭର ସନ୍ତାନଗଣଙ୍କୁ ଆମ୍ଭେ ରକ୍ଷା କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ଏହି କଥା କହନ୍ତି, “ବୀରର ବନ୍ଦୀକୃତ ଲୋକମାନେ ହିଁ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଟିତ ଦ୍ରବ୍ୟ ମୁକୁଳା ଯିବ; କାରଣ ତୁମ୍ଭ ବିରୋଧକାରୀର ସଙ୍ଗେ ଆମ୍ଭେ ବିରୋଧ କରିବା ଓ ତୁମ୍ଭ ସନ୍ତାନଗଣକୁ ଆମ୍ଭେ ରକ୍ଷା କରିବା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ଏହି କଥା କହନ୍ତି, “ବୀରର ବନ୍ଦୀକୃତ ଲୋକମାନେ ହିଁ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଟିତ ଦ୍ରବ୍ୟ ମୁକୁଳା ଯିବ; କାରଣ ତୁମ୍ଭ ବିରୋଧକାରୀର ସଙ୍ଗେ ଆମ୍ଭେ ବିରୋଧ କରିବା ଓ ତୁମ୍ଭ ସନ୍ତାନଗଣକୁ ଆମ୍ଭେ ରକ୍ଷା କରିବା।