Isaiah 49:26 — Compare Translations
5 translations compared side by side
Odia - 1840
"ପୁଣି ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସମାନଙ୍କେର ନିଜ ମାଂସ ଭୋଜନ କରାଇବା; ସୁମିଷ୍ଟ ଦ୍ରାକ୍ଷାରସ ରେ ସମାନେେ ମତ୍ତ ହେଲାପରି ସମାନେେ ନିଜ ରକ୍ତ ରେ ମତ୍ତ ହବେେ; ତାହା ହେଲେ ଆମ୍ଭେ ଯେ ତୁମ୍ଭର ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସମସ୍ତ ପ୍ରାଣୀ ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ ⇧।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା; ସୁମିଷ୍ଟ ଦ୍ରାକ୍ଷାରସରେ ସେମାନେ ମତ୍ତ ହେଲାପରି ସେମାନେ ନିଜ ରକ୍ତରେ ମତ୍ତ ହେବେ, ତାହାହେଲେ ଆମ୍ଭେ ଯେ ତୁମ୍ଭର ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସମସ୍ତ ପ୍ରାଣୀ ଜାଣିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ।”
Odia IRV 2017 (ଓଡିଆ ବାଇବେଲ)