Isaiah 49:3 — Compare Translations

5 translations compared side by side

Odia - 1840
"ସେ ପୁଣି ମାେତେ କହିଲେ, ତୁମ୍ଭେ ମାରେ ଦାସ, ତୁମ୍ଭେ ଇଶ୍ରାୟେଲ, ତୁମ୍ଭଦ୍ବାରା ଆମ୍ଭେ ମହିମାନ୍ବିତ ହବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ମୋତେ କହିଲେ, ତୁମ୍ଭେ ଆମ୍ଭର ଦାସ; ତୁମ୍ଭେ ଇସ୍ରାଏଲ, ତୁମ୍ଭ ଦ୍ଵାରା ଆମ୍ଭେ ମହିମାନ୍ଵିତ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପୁଣି ମୋତେ କହିଲେ, “ତୁମ୍ଭେ ମୋର ଦାସ, ତୁମ୍ଭେ ଇସ୍ରାଏଲ, ତୁମ୍ଭଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ମୋତେ କହିଲେ, “ତୁମ୍ଭେ ଆମ୍ଭର ଦାସ; ତୁମ୍ଭେ ଇସ୍ରାଏଲ, ତୁମ୍ଭ ଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ମୋତେ କହିଲେ, “ତୁମ୍ଭେ ଆମ୍ଭର ଦାସ; ତୁମ୍ଭେ ଇସ୍ରାଏଲ, ତୁମ୍ଭ ଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା।”