Isaiah 49:4 — Compare Translations
5 translations compared side by side
Odia - 1840
"ମାତ୍ର ମୁଁ କହିଲି, ମୁଁ ବୃଥା ପରିଶ୍ରମ କରିଅଛି। ମୁଁ ନିରର୍ଥକ ଓ ଅସାରତା ରେ ମାରେ ଶକ୍ତି ବ୍ଯଯ କରିଅଛି। ତଥାପି ନିଶ୍ଚଯ ମାରେ ବିଚାର ସଦାପ୍ରଭୁଙ୍କ ନିକଟରେ ଓ କର୍ମଫଳ ମାରେ ପରମେଶ୍ବରଙ୍କଠା ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ କହିଲି, ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ଵରଙ୍କଠାରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ମୁଁ କହିଲି, “ମୁଁ ବୃଥା ପରିଶ୍ରମ କରିଅଛି। ମୁଁ ନିରର୍ଥକ ଓ ଅସାରତାରେ ମୋର ଶକ୍ତି ବ୍ୟୟ କରିଅଛି। ତଥାପି ନିଶ୍ଚୟ ମୋର ବିଗ୍ଭର ସଦାପ୍ରଭୁଙ୍କ ନିକଟରେ ଓ କର୍ମଫଳ ମୋର ପରମେଶ୍ୱରଙ୍କଠାରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ କହିଲି, “ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ୱରଙ୍କଠାରେ ଅଛି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ କହିଲି, ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ୱରଙ୍କଠାରେ ଅଛି।