Isaiah 49:5 — Compare Translations
5 translations compared side by side
Odia - 1840
"ପୁଣି ମାେତେ ତାଙ୍କର ସବେକ ହବୋପାଇଁ, ଯାକୁବଙ୍କୁ ତାଙ୍କ ନିକଟକୁ ଆଣିବା ପାଇଁ ଓ ଇଶ୍ରାୟେଲ ତାହାଙ୍କ ନିକଟରେ ପହଞ୍ଚିବା ପାଇଁ ସେ ମାେତେ ମାତୃଗର୍ଭ ରେ ସୃଷ୍ଟି କଲେ। ସହେି ସଦାପ୍ରଭୁ ମାେତେ ଏବେ କୁହନ୍ତି, କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟି ରେ ଆଦରଣୀଯ ଅଟେ ଓ ମାରେ ପରମେଶ୍ବର ମାରେ ବଳସ୍ବରୂପ ହାଇେଅଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୋତେ ତାହାଙ୍କର ସେବକ ହେବା ପାଇଁ ଓ ଯାକୁବକୁ ତାହାଙ୍କ ନିକଟକୁ ଆଣିବା ପାଇଁ ଓ ଇସ୍ରାଏଲ ତାହାଙ୍କ ନିକଟରେ ସଂଗୃହୀତ ହେବା ପାଇଁ ଯେ ମୋତେ ଗର୍ଭରୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ କହନ୍ତି; (କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଆଦରଣୀୟ ଅଟେ ଓ ମୋହର ପରମେଶ୍ଵର ମୋହର ବଳ ସ୍ଵରୂପ ହୋଇଅଛନ୍ତିନ୍ତ)
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୋତେ ତାଙ୍କର ସେବକ ହେବା ପାଇଁ, ଯାକୁବଙ୍କୁ ତାଙ୍କ ନିକଟକୁ ଆଣିବା ପାଇଁ ଓ ଇସ୍ରାଏଲ ତାହାଙ୍କ ନିକଟରେ ପହଞ୍ଚିବା ପାଇଁ ସେ ମୋତେ ମାତୃଗର୍ଭରେ ସୃଷ୍ଟି କଲେ। ସେହି ସଦାପ୍ରଭୁ ମୋତେ ଏବେ କୁହନ୍ତି, “କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଆଦରଣୀୟ ଅଟେ ଓ ମୋର ପରମେଶ୍ୱର ମୋର ବଳସ୍ୱରୂପ ହୋଇଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋତେ ତାହାଙ୍କର ସେବକ ହେବା ପାଇଁ ଓ ଯାକୁବକୁ ତାହାଙ୍କ ନିକଟକୁ ଆଣିବା ପାଇଁ ଓ ଇସ୍ରାଏଲ ତାହାଙ୍କ ନିକଟରେ ସଂଗୃହୀତ ହେବା ପାଇଁ ଯେ ମୋତେ ଗର୍ଭରୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ କହନ୍ତି; (କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଆଦରଣୀୟ ଅଟେ ଓ ମୋହର ପରମେଶ୍ୱର ମୋହର ବଳ ସ୍ୱରୂପ ହୋଇଅଛନ୍ତି);
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋତେ ତାହାଙ୍କର ସେବକ ହେବା ପାଇଁ ଓ ଯାକୁବକୁ ତାହାଙ୍କ ନିକଟକୁ ଆଣିବା ପାଇଁ ଓ ଇସ୍ରାଏଲ ତାହାଙ୍କ ନିକଟରେ ସଂଗୃହୀତ ହେବା ପାଇଁ ଯେ ମୋତେ ଗର୍ଭରୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ କହନ୍ତି; (କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଆଦରଣୀୟ ଅଟେ ଓ ମୋହର ପରମେଶ୍ୱର ମୋହର ବଳ ସ୍ୱରୂପ ହୋଇଅଛନ୍ତି;)