Isaiah 49:6 — Compare Translations

5 translations compared side by side

Odia - 1840
"ପୁଣି ସଦାପ୍ରଭୁ କହିଲେ, ତୁମ୍ଭେ ଯାକୁବର ପରିବାରବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇଶ୍ରାୟେଲ ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସବେକ ହବେ; ଏହା ଅତି କ୍ଷୁଦ୍ର ବିଷଯ; ତୁମ୍ଭେ ଯେପରି ପୃଥିବୀର ଶଷେ ସୀମା ପର୍ୟ୍ଯନ୍ତ ଆମ୍ଭ କୃତ ପରିତ୍ରାଣ ସ୍ବରୂପ ହବେ, ସେଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀଯମାନଙ୍କର ଦୀପ୍ତିସ୍ବରୂପ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେ କହନ୍ତି, ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ଵରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ଵରୂପ ମଧ୍ୟ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ କହିଲେ, “ତୁମ୍ଭେ ଯାକୁବର ପରିବାରବର୍ଗକୁ ଉ‌‌‌ତ୍‌‌‌ଥାପନ କରିବା ପାଇଁ ଓ ଇସ୍ରାଏଲ ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ। ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ଯେପରି ପୃଥିବୀର ଶେଷ ସୀମା ପର୍ଯ୍ୟନ୍ତ ଆମ୍ଭ କୃତ ପରିତ୍ରାଣ ସ୍ୱରୂପ ହେବ, ସେଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତିସ୍ୱରୂପ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍‍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”