Isaiah 49:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କୁହନ୍ତି, ଆମ୍ଭେ ଯେଉଁ ସମୟରେ ଦୟା ଦଖାଇବୋ କଥା ସହେି ସମୟରେ ତୁମ୍ଭକୁ ଉତ୍ତର କରିଅଛୁ। ପରିତ୍ରାଣ ଦିନ ରେ ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିଅଛୁ। ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ ଲୋକମାନଙ୍କୁ ସମାନଙ୍କେର ଧ୍ବଂସିତ ଉତ୍ତରାଧିକାରର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ଚୁକ୍ତି ସ୍ବରୂପ ନିୟୁକ୍ତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ଵଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ଵରୂପ ନିଯୁକ୍ତ କରିବା;
Odia Bible ERV 2004 (ପବିତ୍ର ବାଇବଲ)
ପରିତ୍ରାଣର ଦିନ ସଦାପ୍ରଭୁ କୁହନ୍ତି, “ଆମ୍ଭେ ଯେଉଁ ସମୟରେ ଦୟା ଦେଖାଇବା କଥା ସେହି ସମୟରେ ତୁମ୍ଭକୁ ଉତ୍ତର କରିଅଛୁ। ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିଅଛୁ। ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାରର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ଚୁକ୍ତି ସ୍ୱରୂପ ନିଯୁକ୍ତ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା;
Odia IRV 2017 (ଓଡିଆ ବାଇବେଲ)