Isaiah 49:9 — Compare Translations
5 translations compared side by side
Odia - 1840
"ତୁମ୍ଭେ ବନ୍ଦୀଗଣଙ୍କୁ ବାହାରି ୟାଅ ବୋଲି, 'ଅନ୍ଧକାରସ୍ଥିତ' ଲୋକମାନଙ୍କୁ ଆପଣାମାନଙ୍କୁ ଦଖାେଅ ବୋଲି କହିବ। ସମାନେେ ପଥରେ ଚରିବେ ଓ ବୃକ୍ଷଶୂନ୍ଯ ଉଚ୍ଚସ୍ଥଳୀ ସକଳ ସମାନଙ୍କେର ଚରାସ୍ଥାନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବନ୍ଦୀଗଣକୁ ବାହାରି ଯାଅ ବୋଲି, ଅନ୍ଧକାରସ୍ଥିତ ଲୋକମାନଙ୍କୁ ଆପଣାମାନଙ୍କୁ ଦେଖାଅ ବୋଲି କହିବ । ସେମାନେ ପଥରେ ଚରିବେ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀସକଳ ସେମାନଙ୍କର ଚରାସ୍ଥାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ବନ୍ଦୀଗଣଙ୍କୁ ‘ବାହାରି ଯାଅ ବୋଲି,’ ‘ଅନ୍ଧକାରସ୍ଥିତ’ ଲୋକମାନଙ୍କୁ ଆପଣାମାନଙ୍କୁ ଦେଖାଅ ବୋଲି କହିବ। ସେମାନେ ପଥରେ ଚରିବେ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀ ସକଳ ସେମାନଙ୍କର ଚରାସ୍ଥାନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ‘ବନ୍ଦୀଗଣକୁ ବାହାରି ଯାଅ’ ବୋଲି, ଅନ୍ଧକାରସ୍ଥିତ ଲୋକମାନଙ୍କୁ ‘ଆପଣାମାନଙ୍କୁ ଦେଖାଅ’ ବୋଲି କହିବ। ସେମାନେ ପଥରେ ଚରିବେ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀସକଳ ସେମାନଙ୍କର ଚରାସ୍ଥାନ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ବନ୍ଦୀଗଣକୁ ବାହାରି ଯାଅ ବୋଲି, ଅନ୍ଧକାରସ୍ଥିତ ଲୋକମାନଙ୍କୁ ଆପଣାମାନଙ୍କୁ ଦେଖାଅ ବୋଲି କହିବ। ସେମାନେ ପଥରେ ଚରିବେ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀସକଳ ସେମାନଙ୍କର ଚରାସ୍ଥାନ ହେବ।