Isaiah 5:1 — Compare Translations
5 translations compared side by side
Odia - 1840
"ବର୍ତ୍ତମାନସମାରପ୍ରିଯତମ ପରଲମଶ୍ବରଙ୍କ ଉଦ୍ଦଲଶ୍ଯସର ଏକ ସଙ୍ଗୀତ ଗାନ କରିବି। ଏହି ସଙ୍ଗୀତଟିସମାର ପ୍ରିଯତମ ପ୍ରଭୁ ଓ ଇଶ୍ରାଲୟଲର ଦ୍ରାକ୍ଷାକ୍ଷଲତ୍ର ବିଷଯସର ଅଲଟ।ସମାରପ୍ରିଯତମ ପ୍ରଭୁଙ୍କର ଉର୍ବର ପର୍ବତ ଉପସର ଏକ ଦ୍ରାକ୍ଷାକ୍ଷଲତ୍ର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋʼ ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ । ଅତି ଉର୍ବରା ଏକ ପର୍ବତରେ ମୋʼ ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ପରମେଶ୍ୱରଙ୍କ ସ୍ୱତନ୍ତ୍ର ବଗିଗ୍ଭ ବର୍ତ୍ତମାନ ମୋର ପ୍ରିୟତମ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ସଙ୍ଗୀତ ଗାନ କରିବି। ଏହି ସଙ୍ଗୀତଟି ମୋର ପ୍ରିୟତମ ପ୍ରଭୁ ଓ ଇସ୍ରାଏଲର ଦ୍ରାକ୍ଷାକ୍ଷେତ୍ର ବିଷୟରେ ଅଟେ। ମୋର ପ୍ରିୟତମ ପ୍ରଭୁଙ୍କର ଉର୍ବର ପର୍ବତ ଉପରେ ଏକ ଦ୍ରାକ୍ଷାକ୍ଷେତ୍ର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋʼ ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋʼ ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋ’ ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋ’ ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;