Isaiah 5:10 — Compare Translations
5 translations compared side by side
Odia - 1840
"ଦଶ ଏକର ପରିମିତ ଦ୍ରାକ୍ଷାକ୍ଷଲତରୁ ମାତ୍ର ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନସହବ ଏବଂ ଦଶ ମହଣ ବୀଜରୁ ମାତ୍ର ଏକ ମହଣ ଶସ୍ଯ ଉତ୍ପନ୍ନସହବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦଶ ମାଣ ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଦଶ ଏକର ପରିମିତ ଦ୍ରାକ୍ଷାକ୍ଷେତରୁ ମାତ୍ର ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଏବଂ ଦଶ ମହଣ ବୀଜରୁ ମାତ୍ର ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦଶ ଏକର ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।”
Odia IRV 2017 (ଓଡିଆ ବାଇବେଲ)
କାରଣ ଦଶ ଏକର ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।