Isaiah 5:11 — Compare Translations
5 translations compared side by side
Odia - 1840
"ତୁମ୍ଲଭମାଲନ ସୁରାପାନ କରିବାକୁ ଅତି ପ୍ରଭାତସର ଉଠ, ବିଳମ୍ବ ରାତ୍ରି ପର୍ୟ୍ଯନ୍ତ ଉଜାଗର ରହି ସୁରାସର ଉନ୍ମତ୍ତ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ଵ କରନ୍ତି, ସେମାନେ ସନ୍ତାପର ପାତ୍ର!
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠ, ବିଳମ୍ବ ରାତ୍ରି ପର୍ଯ୍ୟନ୍ତ ଉଜାଗର ରହି ସୁରାରେ ଉନ୍ମତ୍ତ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ବ କରନ୍ତି, ସେମାନେ ସନ୍ତାପର ପାତ୍ର!
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ବ କରନ୍ତି, ସେମାନେ ସନ୍ତାପର ପାତ୍ର!