Isaiah 5:12 — Compare Translations
5 translations compared side by side
Odia - 1840
"ତୁମ୍ଲଭମାଲନସଭାଜିର ଦ୍ରାକ୍ଷାରସ, ବୀଣା, ତବଲା ବଂଶୀ ଏବଂ ଅନ୍ଯାନ୍ଯ ବାଦ୍ଯୟନ୍ତ୍ର ରଖିଥାଅ। ମାତ୍ର ସଦାପ୍ରଭୁଙ୍କର କାର୍ୟ୍ଯ ଲକ୍ଷ୍ଯ କର ନାହିଁ। ସଦାପ୍ରଭୁଙ୍କର ହସ୍ତ ବହୁ ଜିନିଷ ତିଆରି କରିଛ ମାତ୍ର ତୁମ୍ଲଭମାଲନ ତାହା ଲକ୍ଷ୍ଯ କର ନାହିଁ।ସତଣୁ ଏହା ତୁମ୍ଭମାନଙ୍କ ପାଇଁ ସନ୍ତାପର କାରଣସହବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଭୋଜିରେ ବୀଣା ଓ ନେବଲ, ତବଲା ଓ ବଂଶୀ ଓ ଦ୍ରାକ୍ଷାରସ ଥାଏନ୍ତ ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଭୋଜିର ଦ୍ରାକ୍ଷାରସ, ବୀଣା, ତବଲା ବଂଶୀ ଏବଂ ଅନ୍ୟାନ୍ୟ ବାଦ୍ୟଯନ୍ତ୍ର ରଖିଥାଅ। ମାତ୍ର ସଦାପ୍ରଭୁଙ୍କର କାର୍ଯ୍ୟ ଲକ୍ଷ୍ୟ କର ନାହିଁ। ସଦାପ୍ରଭୁଙ୍କର ହସ୍ତ ବହୁ ଜିନିଷ ତିଆରି କରିଛି ମାତ୍ର ତୁମ୍ଭେମାନେ ତାହା ଲକ୍ଷ୍ୟ କର ନାହିଁ। ତେଣୁ ଏହା ତୁମ୍ଭମାନଙ୍କ ପାଇଁ ସନ୍ତାପର କାରଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।