Isaiah 5:14 — Compare Translations

5 translations compared side by side

Odia - 1840
"ତା'ପସରସସମାଲନ ମୃତ୍ଯୁବରଣ କରିଲବ। ସିଲୟାନ ମୃତ୍ଯୁର ସ୍ଥାନସହବ ଓସସ ଅଧିକରୁ ଅଧିକସଲାକ ଗିଳି ପକାଇବ।ସସହି ମୃତ୍ଯୁର ସ୍ଥାନ ତା'ର ଅପରିମିତ ମୁଖ ବିସ୍ତାର କରିବ, ମୂଲ୍ଯବାନସଲାକ, ସାଧାରଣସଲାକ ଏବଂ ଖୁସିମିଜାସିଆସଲାକ ତା ଦ୍ବାରା ଜାଲସର ଧରା ପଡ଼ିଲବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିହେତୁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ ଓ ସେମାନଙ୍କର ଲୋକାରଣ୍ୟ ଓ ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ମୃତ୍ୟୁବରଣ କରିବେ। ସିୟୋନ ମୃତ୍ୟୁର ସ୍ଥାନ ହେବ ଓ ସେ ଅଧିକରୁ ଅଧିକ ଲୋକ ଗିଳି ପକାଇବ। ସେହି ମୃତ୍ୟୁର ସ୍ଥାନ ତା’ର ଅପରିମିତ ମୁଖ ବିସ୍ତାର କରିବ, ମୂଲ୍ୟବାନ ଲୋକ, ସାଧାରଣ ଲୋକ ଏବଂ ଖୁସୀମିଜାସିଆଲୋକ ତା ଦ୍ୱାରା ଜାଲରେ ଧରା ପଡ଼ିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକସମୂହ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯାʼନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକସମୂହ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯା’ନ୍ତି।