Isaiah 5:15 — Compare Translations

5 translations compared side by side

Odia - 1840
"ସସହିସଲାକମାଲନ ବିନଯୀସହଲବ।ସସହି ମହାନ୍ସଲାକମାଲନସସମାନଙ୍କର ମଥାନତ କରିଲବ ଓ ଭୂମିକୁ ମୁଖ କରିଲବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ, ପୁଣି ଅହଙ୍କାରୀମାନଙ୍କର ଦୃଷ୍ଟି ନତ ହୁଏ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ନମ୍ର ହେବେ। ସେହି ମହାନ ଲୋକମାନେ ସେମାନଙ୍କର ମଥାନତ କରିବେ ଓ ଭୂମିକୁ ମୁଖ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ, ପୁଣି ଅହଙ୍କାରୀମାନଙ୍କର ଦୃଷ୍ଟି ନତ ହୁଏ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ, ପୁଣି ଅହଙ୍କାରୀମାନଙ୍କର ଦୃଷ୍ଟି ନତ ହୁଏ;