Isaiah 5:16 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସର୍ବ ଶକ୍ତିମାନ ଉତ୍ତମ ବିଚାର କରିଲବ ଏବଂସଲାକମାଲନସସ ମହାନ୍ସବାଲି ଜାଣିବଲ। ପବିତ୍ର ପରଲମଶ୍ବର ଧାର୍ମିକତା ଆଣିଲବ ଓସଲାକମାଲନ ତାଙ୍କୁ ଭକ୍ତି କରିଲବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି ଧର୍ମସ୍ଵରୂପ ପରମେଶ୍ଵର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସର୍ବଶକ୍ତିମାନ ଉତ୍ତମ ବିଗ୍ଭର କରିବେ ଏବଂ ଲୋକମାନେ ସେ ମହାନ ବୋଲି ଜାଣିବେ। ପବିତ୍ର ପରମେଶ୍ୱର ଧାର୍ମିକତା ଆଣିବେ ଓ ଲୋକମାନେ ତାଙ୍କୁ ଭକ୍ତି କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି, ଧର୍ମସ୍ୱରୂପ ପରମେଶ୍ୱର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି, ଧର୍ମସ୍ୱରୂପ ପରମେଶ୍ଵର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି।