Isaiah 5:17 — Compare Translations

5 translations compared side by side

Odia - 1840
"ପରଲମଶ୍ବର ଇଶ୍ରାଲୟଲରସଲାକମାନଙ୍କୁ ତାଙ୍କସଦଶରୁ ବିତାଡ଼ିତ କରିଲବ ଓସଦଶ ଜନଶୂନ୍ଯସହବ।ସମଷମାଲନ ଇଚ୍ଛାନୁସାସର ବିଚରଣ କରିଲବ।ସମଷଶାବକମାଲନ ଧନୀଲଲାକଙ୍କର ଜମିସର ବିଚରଣ କରିଲବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ମେଷଶାବକମାନେ ଆପଣା ଚରା ସ୍ଥାନରେ ଚରିବା ପରି ଚରିବେ, ପୁଣି ଭ୍ରମଣକାରୀମାନେ ହୃଷ୍ଟପୁଷ୍ଟ ଲୋକମାନଙ୍କର ଧ୍ଵଂସସ୍ଥାନ ଭୋଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଇସ୍ରାଏଲର ଲୋକମାନଙ୍କୁ ତାଙ୍କ ଦେଶରୁ ବିତାଡ଼ିତ କରିବେ ଓ ଦେଶ ଜନଶୂନ୍ୟ ହେବ। ମେଷମାନେ ଇଚ୍ଛାନୁସାରେ ବିଚରଣ କରିବେ। ମେଷଶାବକମାନେ ଧନୀଲୋକଙ୍କର ଜମିରେ ବିଚରଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ମେଷଶାବକମାନେ ଆପଣା ଚରାସ୍ଥାନରେ ଚରିବା ପରି ଚରିବେ, ପୁଣି, ଭ୍ରମଣକାରୀମାନେ ହୃଷ୍ଟପୁଷ୍ଟ ଲୋକମାନଙ୍କର ଧ୍ୱଂସସ୍ଥାନ ଭୋଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ମେଷଶାବକମାନେ ଆପଣା ଚରା ସ୍ଥାନରେ ଚରିବା ପରି ଚରିବେ, ପୁଣି, ଭ୍ରମଣକାରୀମାନେ ହୃଷ୍ଟପୁଷ୍ଟ ଲୋକମାନଙ୍କର ଧ୍ୱଂସସ୍ଥାନ ଭୋଗ କରିବେ।