Isaiah 5:18 — Compare Translations

5 translations compared side by side

Odia - 1840
"ସସହିସଲାକମାନଙ୍କୁ ଲକ୍ଷ୍ଯ କର।ସଲାକମାଲନ ଶକଟ ରଜ୍ଜୁସର ଟାଣିଲା ପରିସସମାଲନ ଅସାରତା ରୂପକ ରଜ୍ଜୁସର ଅପରାଧ ଓ ପାପକୁ ପଛରୁ ଟାଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶକଟ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର!
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନଙ୍କୁ ଲକ୍ଷ୍ୟ କର। ଲୋକମାନେ ଶକଟ ରଜ୍ଜୁରେ ଟାଣିଲା ପରି ସେମାନେ ଅସାରତା ରୂପକ ରଜ୍ଜୁରେ ଅପରାଧ ଓ ପାପକୁ ପଛରୁ ଟାଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶଗଡ଼ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର!
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶଗଡ଼ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର!