Isaiah 5:20 — Compare Translations
5 translations compared side by side
Odia - 1840
"ସସହିସଲାକମାଲନ ଭଲକୁ ମନ୍ଦ ଓ ମନ୍ଦକୁ ଭଲ କୁହନ୍ତି। ପୁଣିସସମାଲନ ଅନ୍ଧକାରକୁ ଆଲଲାକ ଓ ଆସଲାକକୁ ଅନ୍ଧକାର ଚିନ୍ତା କରନ୍ତି ଓ ମଧୁରକୁ ତିକ୍ତ ଓ ତିକ୍ତକୁ ମଧୁର ମଲନ କରନ୍ତି,ସସମାଲନ ସନ୍ତାପର ପାତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ମନ୍ଦକୁ ଭଲ ଓ ଭଲକୁ ମନ୍ଦ କୁହନ୍ତି; ଯେଉଁମାନେ ଅନ୍ଧାରକୁ ଆଲୁଅ ଓ ଆଲୁଅକୁ ଅନ୍ଧାର ଭଳି ମନେ କରନ୍ତି; ଯେଉଁମାନେ ତିକ୍ତକୁ ମିଷ୍ଟ ଓ ମିଷ୍ଟକୁ ତିକ୍ତ ଭଳି ମନେ କରନ୍ତି, ସେମାନେ ସନ୍ତାପର ପାତ୍ରଣ!
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଭଲକୁ ମନ୍ଦ ଓ ମନ୍ଦକୁ ଭଲ କୁହନ୍ତି। ପୁଣି ସେମାନେ ଅନ୍ଧକାରକୁ ଆଲୋକ ଓ ଆଲୋକକୁ ଅନ୍ଧକାର ଚିନ୍ତା କରନ୍ତି ଓ ମଧୁରକୁ ତିକ୍ତ ଓ ତିକ୍ତକୁ ମଧୁର ମନେ କରନ୍ତି, ସେମାନେ ସନ୍ତାପର ପାତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ମନ୍ଦକୁ ଭଲ ଓ ଭଲକୁ ମନ୍ଦ କୁହନ୍ତି; ଯେଉଁମାନେ ଅନ୍ଧାରକୁ ଆଲୁଅ ଓ ଆଲୁଅକୁ ଅନ୍ଧାର ଭଳି ମନେ କରନ୍ତି; ଯେଉଁମାନେ ତିକ୍ତକୁ ମିଷ୍ଟ ଓ ମିଷ୍ଟକୁ ତିକ୍ତ ଭଳି ମନେ କରନ୍ତି, ସେମାନେ ସନ୍ତାପର ପାତ୍ର!
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ମନ୍ଦକୁ ଭଲ ଓ ଭଲକୁ ମନ୍ଦ କୁହନ୍ତି; ଯେଉଁମାନେ ଅନ୍ଧାରକୁ ଆଲୁଅ ଓ ଆଲୁଅକୁ ଅନ୍ଧାର ଭଳି ମନେ କରନ୍ତି; ଯେଉଁମାନେ ତିକ୍ତକୁ ମିଷ୍ଟ ଓ ମିଷ୍ଟକୁ ତିକ୍ତ ଭଳି ମନେ କରନ୍ତି, ସେମାନେ ସନ୍ତାପର ପାତ୍ର!