Isaiah 5:21 — Compare Translations
5 translations compared side by side
Odia - 1840
"ସସମାଲନ ମଧ୍ଯ ନିଜକୁ ଭାବନ୍ତିସଯସସମାଲନ ଅତି କର୍ମଠ ଓ ବୁଦ୍ଧିମାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଆପଣା ଆପଣା ଦୃଷ୍ଟିରେ ଜ୍ଞାନବାନ ଓ ଆପଣା ଆପଣା ବୋଧରେ ବୁଦ୍ଧିମାନ, ସେମାନେ ସନ୍ତାପର ପାତ୍ର!
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମଧ୍ୟ ନିଜକୁ ଭାବନ୍ତି ଯେ ସେମାନେ ଅତି କର୍ମଠ ଓ ବୁଦ୍ଧିମାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଆପଣା ଆପଣା ଦୃଷ୍ଟିରେ ଜ୍ଞାନବାନ ଓ ଆପଣା ଆପଣା ବୋଧରେ ବୁଦ୍ଧିମାନ, ସେମାନେ ସନ୍ତାପର ପାତ୍ର!
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଆପଣା ଆପଣା ଦୃଷ୍ଟିରେ ଜ୍ଞାନବାନ ଓ ଆପଣା ଆପଣା ବୋଧରେ ବୁଦ୍ଧିମାନ, ସେମାନେ ସନ୍ତାପର ପାତ୍ର!