Isaiah 5:22 — Compare Translations
5 translations compared side by side
Odia - 1840
"ସସମାଲନ ଦ୍ରାକ୍ଷାରସ ପାନ କରିବାସର ପ୍ରସିଦ୍ଧ ଓ ମଦ୍ଯ ମିଶ୍ରିତ କରିବାସର ଦକ୍ଷ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଦ୍ରାକ୍ଷାରସ ପାନ କରିବାକୁ ପରାକ୍ରମୀ ଓ ମଦ୍ୟ ମିଶ୍ରିତ କରିବାକୁ ବଳବାନ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଦ୍ରାକ୍ଷାରସ ପାନ କରିବାରେ ପ୍ରସିଦ୍ଧ ଓ ମଦ୍ୟ ମିଶ୍ରିତ କରିବାରେ ଦକ୍ଷ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଦ୍ରାକ୍ଷାରସ ପାନ କରିବାକୁ ପରାକ୍ରମୀ ଓ ମଦ୍ୟ ମିଶ୍ରିତ କରିବାକୁ ବଳବାନ;
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଦ୍ରାକ୍ଷାରସ ପାନ କରିବାକୁ ପରାକ୍ରମୀ ଓ ମଦ୍ୟ ମିଶ୍ରିତ କରିବାକୁ ବଳବାନ;