Isaiah 5:23 — Compare Translations
5 translations compared side by side
Odia - 1840
"ସଦାଷୀକୁ କ୍ଷମା କରିବାକୁ ତୁମ୍ଲଭସସମାନଙ୍କୁ ଲାଞ୍ଚସଦଲଲସସମାଲନ ଲାଞ୍ଚସନଲବ। ମାତ୍ରସସମାଲନ ଉତ୍ତମସଲାକଙ୍କୁ ନ୍ଯାଯ ବିଚାର ଦିଅନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର!
Odia Bible ERV 2004 (ପବିତ୍ର ବାଇବଲ)
ଦୋଷୀକୁ କ୍ଷମା କରିବାକୁ ତୁମ୍ଭେ ସେମାନଙ୍କୁ ଲାଞ୍ଚ ଦେଲେ ସେମାନେ ଲାଞ୍ଚ ନେବେ। ମାତ୍ର ସେମାନେ ଉତ୍ତମ ଲୋକଙ୍କୁ ନ୍ୟାୟ ବିଗ୍ଭର ଦିଅନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର!
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର!