Isaiah 5:24 — Compare Translations
5 translations compared side by side
Odia - 1840
"ସସହିସଲାକମାନଙ୍କ ପାଇଁ ମନ୍ଦଫଳ ଗଚ୍ଛିତ ରହିବ।ସସମାନଙ୍କର ପରବର୍ତ୍ତୀ ବଂଶଧର ସମ୍ପୂର୍ଣ୍ଣ ଭାବଲରସପାଛିସହାଇଯିଲବ,ସଯପରି ନଡ଼ା ଓ ଶୁଷ୍କପତ୍ର ଅଗ୍ନିସରସପାଡ଼ି ଭସ୍ମସହାଇୟାଏ।ସଯପରି ବୃକ୍ଷର ମୂଳ ସଢିୟାଇ ଧୂଳିସହାଇୟାଏଓ ପୁଷ୍ପ ଅଗ୍ନିସର ଭସ୍ମୀଭୂତସହାଇ ତା'ର ପାଉଁଶ ପବନସର ଉଡ଼ିୟାଏସସହିପରିସସମାନଙ୍କର ବଂଶଧର ଧ୍ବଂସ ପାଇଯିଲବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ନିମନ୍ତେ ଅଗ୍ନିର ଜିହ୍ଵା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନି ଶିଖାରେ ଭସ୍ମସାତ୍ ହୁଏ, ସେପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ଵରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନଙ୍କ ପାଇଁ ମନ୍ଦଫଳ ଗଚ୍ଛିତ ରହିବ। ସେମାନଙ୍କର ପରବର୍ତ୍ତୀ ବଂଶଧର ସମ୍ପୂର୍ଣ୍ଣ ଭାବରେ ପୋଛି ହୋଇଯିବେ, ଯେପରି ନଡ଼ା ଓ ଶୁଷ୍କପତ୍ର ଅଗ୍ନିରେ ପୋଡ଼ି ଭସ୍ମ ହୋଇଯାଏ। ଯେପରି ବୃକ୍ଷର ମୂଳ ସଢ଼ିଯାଇ ଧୂଳି ହୋଇଯାଏ ଓ ପୁଷ୍ପ ଅଗ୍ନିରେ ଭସ୍ମୀଭୂତ ହୋଇ ତା’ର ପାଉଁଶ ପବନରେ ଉଡ଼ିଯାଏ ସେହିପରି ସେମାନଙ୍କର ବଂଶଧର ଧ୍ୱଂସ ପାଇଯିବେ। କାରଣ ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କର ଶିକ୍ଷାସମୂହକୁ ଅବଜ୍ଞା କରିଛନ୍ତି ଓ ଇସ୍ରାଏଲର ପବିତ୍ର ପରମେଶ୍ୱରଙ୍କ ବାକ୍ୟକୁ ଅଗ୍ରାହ୍ୟ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନିଶିଖାରେ ଭସ୍ମସାତ୍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନି ଶିଖାରେ ଭସ୍ମସାତ୍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।