Isaiah 5:26 — Compare Translations
5 translations compared side by side
Odia - 1840
"ସଦଖ, ପରଲମଶ୍ବର ଦୂରଦଲଶୀଯସଗାଷ୍ଠୀମାନଙ୍କ ପ୍ରତି ସଙ୍କଲତ ଦଲଉଛନ୍ତି।ସସ ତାଙ୍କର ଧ୍ବଜା ଉତ୍ତୋଳନ କରିସସମାନଙ୍କୁ ଡ଼ାକିବାକୁ ସିଟି ବଜାଉଛନ୍ତି। ଦୂରସଦଶରୁ ଶତ୍ରୁ ଆସୁଛନ୍ତି।ସସମାଲନ ଏଲତ ଦ୍ରୁତ ଗତିସର ଆସୁଛନ୍ତିସଯସଦଶମଧିଅଲର ଖୁବ୍ ଶୀଘ୍ର ପ୍ରଲବଶ କରିଲବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଦୂର ଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ଵଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍ ଦେବେ⇧, ପୁଣି ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଇସ୍ରାଏଲକୁ ଦଣ୍ଡଦେବାକୁ ସୈନ୍ୟବାହିନୀ ଆଣିବେ ଦେଖ, ପରମେଶ୍ୱର ଦୂରଦେଶୀୟ ଗୋଷ୍ଠୀମାନଙ୍କ ପ୍ରତି ସଙ୍କେତ ଦେଉଛନ୍ତି। ସେ ତାଙ୍କର ଧ୍ୱଜା ଉତ୍ତୋଳନ କରି ସେମାନଙ୍କୁ ଡାକିବାକୁ ସିଟି ବଜାଉଛନ୍ତି। ଦୂର ଦେଶରୁ ଶତ୍ରୁ ଆସୁଛନ୍ତି। ସେମାନେ ଏତେ ଦ୍ରୁତ ଗତିରେ ଆସୁଛନ୍ତି ଯେ, ଦେଶମଧ୍ୟରେ ଖୁବ୍ ଶୀଘ୍ର ପ୍ରବେଶ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଦୂରଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍ ଦେବେ, ପୁଣି, ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଦୂର ଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍ ଦେବେ, ପୁଣି, ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ;