Isaiah 5:27 — Compare Translations
5 translations compared side by side
Odia - 1840
"ସସହି ଶତ୍ରୁଗଣସକଲବ ଅବଶସହଲବ ନାହିଁ କିସସମାନଙ୍କର ପତନସହବ ନାହିଁ।ସସମାଲନସକଲବ ଢୁଳାଇବଲ ନାହିଁ କିସଶାଇଯିଲବ ନାହିଁ।ସସମାନଙ୍କର କଟିବନ୍ଧନସକଲବ ଫିଟିବ ନାହିଁ କି ପାଦୁକାର ବନ୍ଧନ ଛିଣ୍ଡିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମଧ୍ୟରେ କେହି କ୍ଳା; ହେବେ ନାହିଁ, କି ଝୁଣ୍ଟି ପଡ଼ିବେ ନାହିଁ; କେହି ଢୁଳାଇବେ ନାହିଁ କି ନିଦ୍ରା ଯିବେ ନାହିଁ; ଆଉ, ସେମାନଙ୍କର କଟିବନ୍ଧନ ଫିଟିବ ନାହିଁକି ସେମାନଙ୍କର ପାଦୁକାର ବନ୍ଧନ ଛିଣ୍ତିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଶତ୍ରୁଗଣ କେବେ ଅବଶ ହେବେ ନାହିଁ କି ସେମାନଙ୍କର ପତନ ହେବ ନାହିଁ। ସେମାନେ କେବେ ଢୁଳାଇବେ ନାହିଁ କି ଶୋଇଯିବେ ନାହିଁ। ସେମାନଙ୍କର କଟିବନ୍ଧନ କେବେ ଫିଟିବ ନାହିଁ କି ପାଦୁକାର ବନ୍ଧନ ଛିଣ୍ଡିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମଧ୍ୟରେ କେହି କ୍ଳାନ୍ତ ହେବେ ନାହିଁ, କି ଝୁଣ୍ଟି ପଡ଼ିବେ ନାହିଁ; କେହି ଢୁଳାଇବେ ନାହିଁ କି ନିଦ୍ରା ଯିବେ ନାହିଁ; ଆଉ, ସେମାନଙ୍କର କଟିବନ୍ଧନ ଫିଟିବ ନାହିଁ କି ସେମାନଙ୍କର ପାଦୁକାର ବନ୍ଧନ ଛିଣ୍ଡିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ମଧ୍ୟରେ କେହି କ୍ଳାନ୍ତ ହେବେ ନାହିଁ, କି ଝୁଣ୍ଟି ପଡ଼ିବେ ନାହିଁ; କେହି ଢୁଳାଇବେ ନାହିଁ କି ନିଦ୍ରା ଯିବେ ନାହିଁ; ଆଉ, ସେମାନଙ୍କର କଟିବନ୍ଧନ ଫିଟିବ ନାହିଁ କି ସେମାନଙ୍କର ପାଦୁକାର ବନ୍ଧନ ଛିଣ୍ଡିବ ନାହିଁ;