Isaiah 5:28 — Compare Translations
5 translations compared side by side
Odia - 1840
"ସସହି ଶତ୍ରୁମାନଙ୍କର ଶରଗୁଡ଼ିକ ଅତି ତୀକ୍ଷ୍ଣ ଏବଂ ଧାରୁଆ ଓସସମାନଙ୍କର ଧନୁଗୁଡ଼ିକ ଗୁଣୟୁକ୍ତ।ସସମାନଙ୍କର ଅସ୍ତ୍ରଗୁଡ଼ିକର ଖୁରା ଚକମକି ପଥର ପରି ଶକ୍ତ ଓସସମାନଙ୍କର ରଥ ଚକର ଧୂଳିରୁ ବାଦଲ ଆକାଶସର ସୃଷ୍ଟି ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ତୀର ତୀକ୍ଷ୍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ଵଗଣର ଖୁରା ଚକମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରିନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ସେହି ଶତ୍ରୁମାନଙ୍କର ଶରଗୁଡ଼ିକ ଅତି ତୀକ୍ଷ୍ଣ ଏବଂ ଧାରୁଆ ଓ ସେମାନଙ୍କର ଧନୁଗୁଡ଼ିକ ଗୁଣଯୁକ୍ତ। ସେମାନଙ୍କର ଅସ୍ତ୍ରଗୁଡ଼ିକର ଖୁରା ଚକମକି ପଥର ପରି ଶକ୍ତ ଓ ସେମାନଙ୍କର ରଥ ଚକର ଧୂଳିରୁ ବାଦଲ ଆକାଶରେ ସୃଷ୍ଟି ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ତୀର ତୀକ୍ଷ୍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ୱଗଣର ଖୁରା ଚକ୍ମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରି;
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ତୀର ତୀକ୍ଷ୍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ୱଗଣର ଖୁରା ଚକ୍ମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରି;