Isaiah 5:29 — Compare Translations

5 translations compared side by side

Odia - 1840
"ସସହି ଶତ୍ରୁଗଣ ସିଂହପରି ଗର୍ଜ୍ଜନ କରୁଛନ୍ତି।ସସହି ଗର୍ଜ୍ଜନ ୟୁବା ସିଂହର ଗର୍ଜ୍ଜନ ସଦୃଶ।ସସମାଲନସଲାକମାନଙ୍କ ପଛସର ଅନୁଧାବନ କରନ୍ତି,ସଯପରିସସମାଲନସସମାନଙ୍କର ଲୁଣ୍ଠିତ ଦ୍ରବ୍ଯ ପଛସର ଦୌଡ଼ନ୍ତି।ସସମାଲନ ଲୁଣ୍ଠିତ ଦ୍ରବ୍ଯସନଇୟାଆନ୍ତି ଏବଂସସଠାସର ତାଙ୍କୁ ସାହାୟ୍ଯ କରିବା ପାଇଁସକହି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ଗର୍ଜନ ସିଂହୀର ଗର୍ଜନ ପରି, ସେମାନେ ଯୁବାସିଂହ ପରି ଗର୍ଜନ କରିବେ; ଆହୁରି, ସେମାନେ ଗର୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇ ଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଶତ୍ରୁଗଣ ସିଂହପରି ଗର୍ଜନ କରୁଛନ୍ତି। ସେହି ଗର୍ଜନ ଯୁବା ସିଂହର ଗର୍ଜନ ସଦୃଶ। ସେମାନେ ଲୋକମାନଙ୍କ ପଛରେ ଅନୁଧାବନ କରନ୍ତି, ଯେପରି ସେମାନେ ସେମାନଙ୍କର ଲୁଣ୍ଠିତ ଦ୍ରବ୍ୟ ପଛରେ ଦୌଡ଼ନ୍ତି। ସେମାନେ ଲୁଣ୍ଠିତ ଦ୍ରବ୍ୟ ନେଇଯାଆନ୍ତି ଏବଂ ସେଠାରେ ତାଙ୍କୁ ସାହାଯ୍ୟ କରିବା ପାଇଁ କେହି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ଗର୍ଜ୍ଜନ ସିଂହୀର ଗର୍ଜ୍ଜନ ପରି, ସେମାନେ ଯୁବା ସିଂହ ପରି ଗର୍ଜ୍ଜନ କରିବେ; ଆହୁରି, ସେମାନେ ଗର୍ଜ୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ଗର୍ଜ୍ଜନ ସିଂହୀର ଗର୍ଜ୍ଜନ ପରି, ସେମାନେ ଯୁବା ସିଂହ ପରି ଗର୍ଜ୍ଜନ କରିବେ; ଆହୁରି, ସେମାନେ ଗର୍ଜ୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇ ଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ।