Isaiah 5:3 — Compare Translations

5 translations compared side by side

Odia - 1840
"ସତଣୁ ପରଲମଶ୍ବର କହିଲଲ, ସହ ୟିରୁଶାଲମ ଓ ଯିହୁଦାରସଲାକମାଲନସମାର ଓସମାର ଦ୍ରାକ୍ଷାକ୍ଷଲତ ବିଷଯସର ବିଚାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋʼ ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପରମେଶ୍ୱର କହିଲେ, “ହେ ଯିରୁଶାଲମ ଓ ଯିହୁଦାର ଲୋକମାନେ ମୋର ଓ ମୋର ଦ୍ରାକ୍ଷାକ୍ଷେତ ବିଷୟରେ ବିଗ୍ଭର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋʼ ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋ’ ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର।