Isaiah 5:30 — Compare Translations

5 translations compared side by side

Odia - 1840
"ସତଣୁ ସିଂହ' ଗର୍ଜ୍ଜନର ରବ, ସମୁଦ୍ର ଗର୍ଜ୍ଜନ ସଦୃଶସସମାଲନସଲାକମାନଙ୍କ ଉପସର ଗର୍ଜ୍ଜନ କରିଲବ। ବନ୍ଦୀମାଲନସଯଲତଲବଲଳ ଚାହିଁଲବସସଲତଲବଲଳସସମାଲନ କଲବଳ ଅନ୍ଧକାରସଦଖିଲବ। ସମସ୍ତ ଦୀପ୍ତି ଚାଲିୟାଇ କଲବଳ ଘନମଲଘ ମାଳାସର ଅନ୍ଧକାରସହାଇଥିଲବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ସେହିଦିନ ସମୁଦ୍ରର ଗର୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜନ କରିବେ; ତହିଁରେ ଯେବେ କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି ସେସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ “ସିଂହ” ଗର୍ଜନର ରବ, ସମୁଦ୍ର ଗର୍ଜନ ସଦୃଶ ସେମାନେ ଲୋକମାନଙ୍କ ଉପରେ ଗର୍ଜନ କରିବେ। ବନ୍ଦୀମାନେ ଯେତେବେଳେ ଗ୍ଭହିଁବେ ସେତେବେଳେ ସେମାନେ କେବଳ ଅନ୍ଧକାର ଦେଖିବେ। ସମସ୍ତ ଦୀପ୍ତି ଗ୍ଭଲିଯାଇ କେବଳ ଘନ ମେଘମାଳାରେ ଅନ୍ଧକାର ହୋଇଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସେହି ଦିନ ସମୁଦ୍ରର ଗର୍ଜ୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜ୍ଜନ କରିବେ; ତହିଁରେ ଯଦି କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି, ସେହି ସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସେହି ଦିନ ସମୁଦ୍ରର ଗର୍ଜ୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜ୍ଜନ କରିବେ; ତହିଁରେ ଯଦି କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି, ସେହି ସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ।