Isaiah 5:4 — Compare Translations
5 translations compared side by side
Odia - 1840
"ସମାରଏହି ଦ୍ରାକ୍ଷାକ୍ଷଲତ ପାଇଁ ମୁଁ ଅଧିକ କ'ଣ କରି ପାରିଥାନ୍ତି? ଯାହା କରିବା କଥା ମୁଁ ସବୁ କରିଥିଲି। ମୁଁ ଉତ୍ତମ ଦ୍ରାକ୍ଷାଫଳ ଫଳିବସବାଲି ଆଶା କରିଥିଲି, ମାତ୍ରସସଥିସର ବନ୍ଯ ଦ୍ରାକ୍ଷାଫଳ ଫଳିଲା। ଏହା କାହିଁକି ଘଟିଲା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି?
Odia Bible ERV 2004 (ପବିତ୍ର ବାଇବଲ)
ମୋର ଏହି ଦ୍ରାକ୍ଷାକ୍ଷେତ ପାଇଁ ମୁଁ ଅଧିକ କ’ଣ କରି ପାରିଥା’ନ୍ତି? ଯାହା କରିବା କଥା ମୁଁ ସବୁ କରିଥିଲି। ମୁଁ ଉତ୍ତମ ଦ୍ରାକ୍ଷାଫଳ ଫଳିବ ବୋଲି ଆଶା କରିଥିଲି, ମାତ୍ର ସେଥିରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା। ଏହା କାହିଁକି ଘଟିଲା?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି?
Odia IRV 2017 (ଓଡିଆ ବାଇବେଲ)