Isaiah 5:6 — Compare Translations

5 translations compared side by side

Odia - 1840
"ସମାରସସହି ଦ୍ରାକ୍ଷାକ୍ଷଲତକୁ ଉଜାଡ଼ି ନଲବି।ସକୗଣସି ବ୍ଯକ୍ତିସସ ଗଛ ଗୁଡ଼ିକର ଯତ୍ନ ନଲବ ନାହିଁ କିମ୍ବାସସହି କ୍ଷଲତସରସକହି କୋଡ଼ାକୋଡ଼ି କରିଲବ ନାହିଁ।ସସଠାସର କଣ୍ଟା ଓ ଅନାବନା ଘାସ ଜନ୍ମିବ।ସସହି କ୍ଷଲତସର ବର୍ଷାଜଳ ନ ପଡ଼ିବା ପାଇଁ ମୁଁ ମଲଘକୁ ଆଲଦଶସଦବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କି ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ସେହି ଦ୍ରାକ୍ଷାକ୍ଷେତକୁ ଉଜାଡ଼ି ନେବି। କୌଣସି ବ୍ୟକ୍ତି ସେ ଗଛ ଗୁଡ଼ିକର ଯତ୍ନ ନେବ ନାହିଁ କିମ୍ବା ସେହି କ୍ଷେତରେ କେହି କୋଡ଼ାକୋଡ଼ି କରିବେ ନାହିଁ। ସେଠାରେ କଣ୍ଟା ଓ ଅନାବନା ଘାସ ଜନ୍ମିବ। ସେହି କ୍ଷେତରେ ବର୍ଷାଜଳ ନ ପଡ଼ିବା ପାଇଁ ମୁଁ ମେଘକୁ ଆଦେଶ ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି।