Isaiah 5:7 — Compare Translations
5 translations compared side by side
Odia - 1840
"ଇଶ୍ରାଲୟଲରସଗାଷ୍ଠୀ ସଦାପ୍ରଭୁ ସର୍ବଶକ୍ତିମଯଙ୍କର ଦ୍ରାକ୍ଷାକ୍ଷଲତ ଓ ଯିହୁଦାରସଲାଲକ ତାଙ୍କର ପ୍ରିଯ ଦ୍ରାକ୍ଷାକ୍ଷଲତ ଓ ଯିହୁଦାରସଲାଲକ ତାଙ୍କର ପ୍ରିଯ ଦ୍ରାକ୍ଷାଲତାର ଦ୍ରାକ୍ଷାଫଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଗୋଷ୍ଠୀ ସଦାପ୍ରଭୁ ସର୍ବଶକ୍ତିମୟଙ୍କର ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାଲତାର ଦ୍ରାକ୍ଷାଫଳ। ସଦାପ୍ରଭୁ ସେଠାରେ ନ୍ୟାୟ ଆଶା କରୁଥିଲେ ମାତ୍ର ସେଠାରେ କେବଳ ମୃତ୍ୟୁ ଥିଲା। ସଦାପ୍ରଭୁ ସେଠାରେ ଧାର୍ମିକତା ଆଶା କରୁଥିଲେ ମାତ୍ର ସେଠାରେ କେବଳ ବିଳାପ ଥିଲା। ସେଠାରେ ଲୋକମାନେ କେବଳ ସନ୍ତାପିତ ହେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।