Isaiah 5:8 — Compare Translations

5 translations compared side by side

Odia - 1840
"ତୁମ୍ଲଭ ସବୁ ଅତି ନିକଟତରସହାଇ ବାସ କରିବ। ତୁମ୍ଲଭମାଲନ ଏପରି ଲଗାଲଗି ଘର କରିବସଯ,ସକୗଣସି ଟିକିଏସହଲଲ ସ୍ଥାନ ଘର ଘର ମଧିଅଲର ରହିବ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ଦଣ୍ଡସଦଲବସଯପରିକି ତୁମ୍ଲଭମାଲନ ଏକାକି ବାସ କରିବ। ସମଗ୍ରସଦଶସର ତୁଲମମାଲନ କଲବଳ ଏକମାତ୍ରସଗାଷ୍ଠୀ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଶରେ ଯେପରି ଆଉ ସ୍ଥାନ ନ ଥିବ ଓ ତୁମ୍ଭେମାନେ ଯେପରି ତହିଁ ମଧ୍ୟରେ ଏକାକୀ ବାସ କରିବ, ଏଥିପାଇଁ ଗୃହକୁ ଗୃହ, କ୍ଷେତ୍ରକୁ କ୍ଷେତ୍ର ଲଗାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସନ୍ତାପର ପାତ୍ର!
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସବୁ ଅତି ନିକଟତର ହୋଇ ବାସ କରିବ। ତୁମ୍ଭେମାନେ ଏପରି ଲଗାଲଗି ଘର କରିବ ଯେ, କୌଣସି ଟିକିଏ ହେଲେ ସ୍ଥାନ ଘର ଘର ମଧ୍ୟରେ ରହିବ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ଦଣ୍ଡ ଦେବେ ଯେପରିକି ତୁମ୍ଭେମାନେ ଏକାକି ବାସ କରିବ। ସମଗ୍ର ଦେଶରେ ତୁମେମାନେ କେବଳ ଏକମାତ୍ର ଗୋଷ୍ଠୀ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଶରେ ଯେପରି ଆଉ ସ୍ଥାନ ନ ଥିବ ଓ ତୁମ୍ଭେମାନେ ଯେପରି ତହିଁ ମଧ୍ୟରେ ଏକାକୀ ବାସ କରିବ, ଏଥିପାଇଁ ଗୃହକୁ ଗୃହ, କ୍ଷେତ୍ରକୁ କ୍ଷେତ୍ର ଲଗାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସନ୍ତାପର ପାତ୍ର!
Odia IRV 2017 (ଓଡିଆ ବାଇବେଲ)
ଦେଶରେ ଯେପରି ଆଉ ସ୍ଥାନ ନ ଥିବ ଓ ତୁମ୍ଭେମାନେ ଯେପରି ତହିଁ ମଧ୍ୟରେ ଏକାକୀ ବାସ କରିବ, ଏଥିପାଇଁ ଗୃହକୁ ଗୃହ, କ୍ଷେତ୍ରକୁ କ୍ଷେତ୍ର ଲଗାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସନ୍ତାପର ପାତ୍ର!